ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର

0
Oplus_131072

Oplus_131072

ଛେଣ୍ଡିପଦା, ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଦେଇ ଯାଇଥିବା ଅନୁଗୋଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର କୋଶଳା ଜଙ୍ଗଲ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର ଲ ଅଳ୍ପକେ ବର୍ତ୍ତିଲେ ଚାଳକ ଓ ଅନ୍ୟ ଜଣେ ମହିଳା ଯାତ୍ରୀ ଲ ତେବେ ଉଭୟଙ୍କ ପରିଚୟ ମିଳି ନଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି l

About The Author

Leave a Reply

Your email address will not be published. Required fields are marked *

You cannot copy content of this page